2 ବଂଶାବଳୀ 18:4 - ପବିତ୍ର ବାଇବଲ4 ଯିହୋଶାଫଟ୍ ଇସ୍ରାଏଲର ରାଜା ଆହୁରି ମଧ୍ୟ କହିଲେ, “କିନ୍ତୁ ଆସ ପ୍ରଥମେ, ଆମ୍ଭେ ସଦାପ୍ରଭୁଙ୍କଠାରୁ ଏକ ସନ୍ଦେଶ ଲୋଡ଼ିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପ୍ରଚାର। Viz kapitolaଓଡିଆ ବାଇବେଲ4 ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।” Viz kapitola |