2 ବଂଶାବଳୀ 18:7 - ପବିତ୍ର ବାଇବଲ7 ଏହା ପରେ ଇସ୍ରାଏଲର ରାଜା ଯିହୋଶାଫଟଙ୍କୁ କହିଲେ, “ଏହିଠାରେ ଆହୁରି ଜଣେ ବ୍ୟକ୍ତି ଅଛନ୍ତି। ଆମ୍ଭେମାନେ ତାଙ୍କ ମାଧ୍ୟମରେ ସଦାପ୍ରଭୁଙ୍କୁ ପଗ୍ଭରି ପାରିବା। କିନ୍ତୁ ମୁଁ ସେହି ବ୍ୟକ୍ତିଙ୍କୁ ଘୃଣା କରେ, କାରଣ ସେ କେବେ ହେଁ ସଦାପ୍ରଭୁଙ୍କଠାରୁ ମୋ’ ନିମନ୍ତେ ଗୋଟିଏ ସୁଦ୍ଧା ଶୁଭବାର୍ତ୍ତା ଆଣି ନାହିଁ। ସେ ସର୍ବଦା ମୋ’ ନିକଟକୁ ମନ୍ଦ ଖବର ଆଣିଛି। ସେହି ବ୍ୟକ୍ତିଙ୍କର ନାମ ହେଲା, ମୀଖାୟ। ସେ ଯିମ୍ଳଙ୍କ ପୁତ୍ର ଅଟନ୍ତି।” କିନ୍ତୁ ଯିହୋଶାଫଟ୍ କହିଲେ, “ଜଣେ ରାଜା ସେପରି କହିବା ଉଚିତ୍ ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଆଉ ଜଣେ ଅଛି, ତାହା ଦ୍ଵାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରିପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଯିମ୍ଳର ପୁତ୍ର ମୀଖାୟ। ତହିଁରେ ଯିହୋଶାଫଟ୍ କହିଲେ, ରାଜା ଏପରି ନ କହୁନ୍ତୁ। Viz kapitolaଓଡିଆ ବାଇବେଲ7 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରିପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ’ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।” Viz kapitola |