2 ବଂଶାବଳୀ 19:7 - ପବିତ୍ର ବାଇବଲ7 ବର୍ତ୍ତମାନ ତୁମ୍ଭେମାନେ ପ୍ରତ୍ୟେକ ସଦାପ୍ରଭୁଙ୍କୁ ନିତାନ୍ତ ଭୟ କରିବ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ନ୍ୟାୟବାନ ଅଟନ୍ତି, ତେଣୁ ତୁମ୍ଭେମାନେ ଯାହା କର, ସେ ବିଷୟରେ ବିଶେଷ ସାବଧାନ ହୁଅ। ସଦାପ୍ରଭୁ କୌଣସି ମନୁଷ୍ୟକୁ ଅନ୍ୟମାନଙ୍କ ଅପେକ୍ଷା ଅଧିକ ଗୁରୁତ୍ୱ ଦିଅନ୍ତି ନାହିଁ। ଆଉ, ସେ ତାଙ୍କର ନିଷ୍ପତ୍ତି ବଦଳାଇବାକୁ ଲାଞ୍ଚ ନିଅନ୍ତି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ। Viz kapitolaଓଡିଆ ବାଇବେଲ7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।” Viz kapitola |