Online Bible

- Reklamy -




2 ବଂଶାବଳୀ 2:1 - ପବିତ୍ର ବାଇବଲ

1 ସଦାପ୍ରଭୁଙ୍କ ନାମକୁ ସମ୍ମାନିତ କରିବା ନିମନ୍ତେ ଶଲୋମନ ଏକ ମନ୍ଦିର ନିର୍ମାଣ କରିବାକୁ ଯୋଜନା କଲେ। ଆହୁରି ମଧ୍ୟ ନିଜ ନିମନ୍ତେ ଏକ ରାଜକୀୟ ଗୃହ ନିର୍ମାଣ କରିବାକୁ ଶଲୋମନ ଯୋଜନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ।

Viz kapitola kopírovat




2 ବଂଶାବଳୀ 2:1

Následuj nás:

Reklamy


Reklamy