2 ବଂଶାବଳୀ 2:17 - ପବିତ୍ର ବାଇବଲ17 ଏହା ପରେ ଇସ୍ରାଏଲ ଦେଶରେ ରହୁଥିବା ପ୍ରତ୍ୟେକ ବିଦେଶୀଙ୍କୁ ଶଲୋମନ ଗଣତି କଲେ। ଶଲୋମନଙ୍କର ପିତା ଦାଉଦ ଗଣନା କଲାପରେ ଏହା କରାଯାଇଥିଲା। ସେମାନେ ଦେଶରେ 153,600 ବିଦେଶୀଙ୍କୁ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ। Viz kapitolaଓଡିଆ ବାଇବେଲ17 ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ। Viz kapitola |