2 ବଂଶାବଳୀ 2:5 - ପବିତ୍ର ବାଇବଲ5 “ଆମ୍ଭର ପରମେଶ୍ୱର ଅନ୍ୟ ସମସ୍ତ ଦେବତାଗଣ ଅପେକ୍ଷା ମହାନ ଅଟନ୍ତି। ତେଣୁ ମୁଁ ତାଙ୍କ ନିମନ୍ତେ ଏକ ବିରାଟ ମନ୍ଦିର ନିର୍ମାଣ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ଵର ମହାନ ଅଟନ୍ତି। Viz kapitolaଓଡିଆ ବାଇବେଲ5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ୍ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ୍ ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ ଅଟନ୍ତି। Viz kapitola |