Online Bible

- Reklamy -




2 ବଂଶାବଳୀ 20:17 - ପବିତ୍ର ବାଇବଲ

17 ତୁମ୍ଭମାନଙ୍କର ଏହି ଯୁଦ୍ଧରେ ଯୁଦ୍ଧ କରିବା ଦରକାର ନାହିଁ। ତୁମ୍ଭେମାନେ ନିଜ ସ୍ଥାନରେ ଦୃଢ଼ ହୋଇ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭେମାନେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧରେ ବାହାରି ଯାଅ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ; ଭୟ ନ କର, କି ନିରାଶ ନ ହୁଅ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ; ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”

Viz kapitola kopírovat




2 ବଂଶାବଳୀ 20:17

Následuj nás:

Reklamy


Reklamy