2 ବଂଶାବଳୀ 20:18 - ପବିତ୍ର ବାଇବଲ18 ଯିହୋଶାଫଟ୍ ତଳକୁ ମୁହଁ କରି ମଥା ନତ କଲେ। ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୁଶାଲମବାସୀମାନେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ମଥାନତ କଲେ। ଆଉ ସେମାନେ ସମସ୍ତେ ସଦାପ୍ରଭୁଙ୍କର ସେବା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ18 ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ। Viz kapitola |