2 ବଂଶାବଳୀ 20:2 - ପବିତ୍ର ବାଇବଲ2 କିଛି ଲୋକ ଆସି ଯିହୋଶାଫଟଙ୍କୁ କହିଲେ, “ଇଦୋମରୁ ତୁମ୍ଭ ବିରୁଦ୍ଧରେ ଏକ ବୃହତ୍ ସୈନ୍ୟଦଳ ଆସୁଛନ୍ତି। ସେମାନେ ମୃତସାଗରର ଅପର ପାର୍ଶ୍ୱରୁ ଆସୁଅଛନ୍ତି। ସେମାନେ ହତସସୋନ୍-ତାମରରେ ଆସି ପୁରାପୁରି ପହଞ୍ଚି ସାରିଲେଣି।” (ହତସସୋନ୍-ତାମରକୁ ଐନ୍ ଗଦୀ ବୋଲି ମଧ୍ୟ କୁହାଯାଉଥିଲା।) Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିରେ କେତେକ ଲୋକ ଯିହୋଶାଫଟ୍ଙ୍କୁ ସମ୍ଵାଦ ଦେଇ କହିଲେ, ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍-ସସୋନ୍-ତାମରରେ ଅଛନ୍ତି, (ଏହାକୁ ଐନ୍-ଗଦୀ କହନ୍ତି)। Viz kapitolaଓଡିଆ ବାଇବେଲ2 ଏଥିରେ କେତେକ ଲୋକ ଯିହୋଶାଫଟ୍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍-ସସୋନ୍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ କେତେକ ଲୋକ ଯିହୋଶାଫଟ୍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍-ସସୋନ୍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।” Viz kapitola |