2 ବଂଶାବଳୀ 20:22 - ପବିତ୍ର ବାଇବଲ22 ସେହି ଲୋକମାନେ ପରମେଶ୍ୱରଙ୍କର ପ୍ରଶଂସା ଓ ଗାନ କରିବା ସମୟରେ ସଦାପ୍ରଭୁ ଅମ୍ମୋନ, ମୋୟାବ ଓ ସେୟୀର ପାର୍ବତ୍ୟାଞ୍ଚଳର ଲୋକମାନଙ୍କର ଉପରେ ଅତର୍କିତ ଆକ୍ରମଣ କରାଇଲେ। ଯେଉଁ ଲୋକମାନେ ଯିହୁଦାକୁ ଆକ୍ରମଣ କରିବାକୁ ଆସିଥିଲେ, ସେମାନେ ପ୍ରହାରିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ। Viz kapitolaଓଡିଆ ବାଇବେଲ22 ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ। Viz kapitola |