Online Bible

- Reklamy -




2 ବଂଶାବଳୀ 20:24 - ପବିତ୍ର ବାଇବଲ

24 ଯିହୁଦାର ଲୋକେ ମରୁଭୂମିର ପ୍ରହରୀ ଦୁର୍ଗରେ ପହଞ୍ଚିଲେ। ସେମାନେ ଶତ୍ରୁ ପକ୍ଷର ବୃହତ୍ ସୈନ୍ୟଦଳକୁ ଖୋଜି ବୁଲିଲେ। କିନ୍ତୁ ସେମାନେ କେବଳ ମୃତ ଶରୀରଗୁଡ଼ିକୁ ଭୂମି ଉପରେ ପଡ଼ି ରହିଥିବାର ଦେଖିଲେ। ଜଣେ ସୁଦ୍ଧା ଜୀବିତ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏଥି ଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ; ଆଉ ଦେଖ, ସେମାନେ ମୃତ-ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।

Viz kapitola kopírovat

ଓଡିଆ ବାଇବେଲ

24 ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ-ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।

Viz kapitola kopírovat




2 ବଂଶାବଳୀ 20:24

Následuj nás:

Reklamy


Reklamy