2 ବଂଶାବଳୀ 20:3 - ପବିତ୍ର ବାଇବଲ3 ଯିହୋଶାଫଟ୍ ଏହା ଶୁଣି ଭୟଭୀତ ହୋଇପଡ଼ିଲେ ଓ କ’ଣ କରିବାକୁ ହେବ, ତାହା ସଦାପ୍ରଭୁଙ୍କୁ ପଗ୍ଭରିବା ନିମନ୍ତେ ସ୍ଥିର କଲେ, ସେ ସାରା ଯିହୁଦାରେ ଉପବାସର ସମୟ ଘୋଷଣା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ। Viz kapitolaଓଡିଆ ବାଇବେଲ3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ। Viz kapitola |