Online Bible

- Reklamy -




2 ବଂଶାବଳୀ 20:33 - ପବିତ୍ର ବାଇବଲ

33 କିନ୍ତୁ ଉଚ୍ଚସ୍ଥାନଗୁଡ଼ିକ ଦୂରୀକୃତ ହୋଇ ନ ଥିଲା। ଆଉ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ସେମାନଙ୍କ ପରମେଶ୍ୱରଙ୍କର ଅନୁଗାମୀ ହେଲେ ନାହିଁ, ଯାହାଙ୍କର ଅନୁଗାମୀ ତାଙ୍କ ପୂର୍ବପୁରୁଷମାନେ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପିତୃପୁରୁଷଗଣର ପରମେଶ୍ଵରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।

Viz kapitola kopírovat




2 ବଂଶାବଳୀ 20:33

Následuj nás:

Reklamy


Reklamy