2 ବଂଶାବଳୀ 21:13 - ପବିତ୍ର ବାଇବଲ13 କିନ୍ତୁ ତୁମ୍ଭେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କରିଅଛ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସେମାନେ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ହୋଇଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ୟା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସମ୍ପତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛଗ; Viz kapitolaଓଡିଆ ବାଇବେଲ13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ; Viz kapitola |