Online Bible

- Reklamy -




2 ବଂଶାବଳୀ 21:14 - ପବିତ୍ର ବାଇବଲ

14 ତେଣୁ ବର୍ତ୍ତମାନ ସଦାପ୍ରଭୁ ଅତିଶୀଘ୍ର ତୁମ୍ଭର ଲୋକମାନଙ୍କୁ ବହୁତ ଦଣ୍ଡ ଦେବେ। ସଦାପ୍ରଭୁ ତୁମ୍ଭର ସ୍ତ୍ରୀ, ସନ୍ତାନ ଓ ସମସ୍ତ ସମ୍ପତ୍ତିକୁ ଦଣ୍ଡିତ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପନିୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକି ମହାଘାତରେ ସଂହାର କରିବେ।

Viz kapitola kopírovat

ଓଡିଆ ବାଇବେଲ

14 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।

Viz kapitola kopírovat




2 ବଂଶାବଳୀ 21:14

Následuj nás:

Reklamy


Reklamy