2 ବଂଶାବଳୀ 21:15 - ପବିତ୍ର ବାଇବଲ15 ତୁମ୍ଭର ଅନ୍ତରେ ଏକ ଭୟଙ୍କର ରୋଗ ହେବ। ତାହା ଦିନକୁ ଦିନ ପ୍ରବଳତର ହେବ। ଶେଷରେ ସେହି ଭୟଙ୍କର ରୋଗ ହେତୁ ତୁମ୍ଭର ଅନ୍ତବୁଜୁଳା ବାହାରି ପଡ଼ିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ। Viz kapitolaଓଡିଆ ବାଇବେଲ15 ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।” Viz kapitola |