2 ବଂଶାବଳୀ 21:19 - ପବିତ୍ର ବାଇବଲ19 ଆଉ, ଦୁଇ ବର୍ଷ ପରେ ଅତିରିକ୍ତ ଅସୁସ୍ଥତା ହେତୁରୁ ଯିହୋରାମଙ୍କର ଅନ୍ତବୁଜୁଳା ବାହାରି ପଡ଼ିଲା। ଅତ୍ୟନ୍ତ ଯନ୍ତ୍ରଣା ଭୋଗି ସେ ମୃତ୍ୟୁବରଣ କଲେ। ତାଙ୍କ ପିତାଙ୍କ ନିମନ୍ତେ ଯେପରି କରିଥିଲେ, ଲୋକମାନେ ସେପରି ଯିହୋରାମଙ୍କ ସମ୍ମାନାର୍ଥେ ବିରାଟ ଅଗ୍ନିଦାହ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ। Viz kapitolaଓଡିଆ ବାଇବେଲ19 ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ। Viz kapitola |