2 ବଂଶାବଳୀ 21:2 - ପବିତ୍ର ବାଇବଲ2 ଯିହୋରାମ୍ ଯିହୋଶାଫଟଙ୍କ ପୁତ୍ର ଥିଲେ।’ ଯିହୋରାମଙ୍କ ଭ୍ରାତାମାନେ ଥିଲେ ଅସରିୟ, ଯିହୀୟେଲ୍, ଜିଖରିୟ, ଅସରିୟାହ, ମୀଖାୟେଲ, ଶଫ୍ଟିୟ। ଏହି ବ୍ୟକ୍ତିମାନେ ଯିହୋଶାଫଟଙ୍କର ପୁତ୍ରଗଣ ଥିଲେ। ଯିହୋଶାଫଟ୍ ଯିହୁଦାର ରାଜା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ ଓ ଯିହୀୟେଲ ଓ ଜିଖରୀୟ ଓ ଅସରୀୟାହ ଓ ମୀଖାୟେଲ ଓ ଶଫ୍ଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ। Viz kapitolaଓଡିଆ ବାଇବେଲ2 ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ। Viz kapitola |