Online Bible

- Reklamy -




2 ବଂଶାବଳୀ 21:3 - ପବିତ୍ର ବାଇବଲ

3 ଯିହୋଶାଫଟ୍ ତାଙ୍କର ପୁତ୍ରମାନଙ୍କୁ ରୂପା, ସୁନା ଓ ଅନେକ ବହୁମୂଲ୍ୟ ପଦାର୍ଥ ଉପହାର ଦେଇଥିଲେ। ସେ ସେମାନଙ୍କୁ ଯିହୁଦାର ଦୃଢ଼ ଦୁର୍ଗମାନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ଯିହୋଶାଫଟ୍, ଯିହୋରା‌ମଙ୍କୁ ରାଜ୍ୟ ଦେଲେ, କାରଣ ସେ ତାଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

3 ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍‍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍‍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।

Viz kapitola kopírovat




2 ବଂଶାବଳୀ 21:3

Následuj nás:

Reklamy


Reklamy