2 ବଂଶାବଳୀ 22:1 - ପବିତ୍ର ବାଇବଲ1 ଯିରୁଶାଲମର ଲୋକମାନେ ଅହସିୟଙ୍କୁ ଯିହୋରାମଙ୍କ ସ୍ଥାନରେ ନୂତନ ରାଜା ରୂପେ ମନୋନୀତ କଲେ। ଅହସିୟ ଯିହୋରାମଙ୍କର କନିଷ୍ଠ ପୁତ୍ର ଥିଲେ। ଯେଉଁ ଆରବୀୟ ଲୋକମାନେ ଯିହୋରାମଙ୍କର ଛାଉଣି ଉପରେ ଆକ୍ରମଣ କରିବାକୁ ଆସିଥିଲେ, ସେମାନେ ଯିହୋରାମଙ୍କର ସମସ୍ତ ଜ୍ୟେଷ୍ଠପୁତ୍ରଙ୍କୁ ବଧ କରିଥିଲେ। ଅତଏବ, ଅହସିୟ ଯିହୁଦାରେ ରାଜ୍ୟ ଶାସନ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକି ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ। Viz kapitola |