Online Bible

- Reklamy -




2 ବଂଶାବଳୀ 22:12 - ପବିତ୍ର ବାଇବଲ

12 ଯୋୟାଶ୍ ଛଅ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ମନ୍ଦିରରେ ଯାଜକମାନଙ୍କ ସହିତ ଲୁକାୟିତ ଭାବରେ ରହିଲେ। ସେହି ସମୟରେ ଅଥଲିୟା ଦେଶରେ ରାଣୀ ଭାବରେ ରାଜତ୍ୱ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

12 ଏଉତ୍ତାରେ ଯୋୟାଶ୍‍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଉତ୍ତାରେ ଯୋୟାଶ୍‍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।

Viz kapitola kopírovat




2 ବଂଶାବଳୀ 22:12

Následuj nás:

Reklamy


Reklamy