Online Bible

- Reklamy -




2 ବଂଶାବଳୀ 22:2 - ପବିତ୍ର ବାଇବଲ

2 ଅହସିୟ ରାଜ୍ୟ ଶାସନ କରିବାକୁ ଆରମ୍ଭ କରିବା ସମୟରେ ବାଇଶି ବର୍ଷ ବୟସ୍କ ହୋଇଥିଲେ। ଅହସିୟ ଯିରୁଶାଲମରେ ଗୋଟିଏ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅଥଲିୟା। ଅଥଲିୟାଙ୍କ ପିତାଙ୍କର ନାମ ଥିଲା ଅମ୍ରି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିର କନ୍ୟା ଥିଲେ।

Viz kapitola kopírovat

ଓଡିଆ ବାଇବେଲ

2 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।

Viz kapitola kopírovat




2 ବଂଶାବଳୀ 22:2

Následuj nás:

Reklamy


Reklamy