Online Bible

- Reklamy -




2 ବଂଶାବଳୀ 22:6 - ପବିତ୍ର ବାଇବଲ

6 ଯିହୋରାମ୍ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲ୍ ସହରକୁ ଫେରିଗଲେ। ସେ ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋ‌ତ୍‌ରେ ଯୁଦ୍ଧ କରୁଥିବା ସମୟରେ ଆହତ ହୋଇଥିଲେ। ଏହା ପରେ ଅହସିୟ, ଯିହୁଦା ରାଜା ଯୋରାମଙ୍କର ପୁତ୍ର, ଆହାବଙ୍କର ପୁତ୍ର ଯିହୋରାମଙ୍କୁ ସାକ୍ଷାତ କରିବା ନିମନ୍ତେ ଯିଷ୍ରିୟେଲ ସହରକୁ ଗଲେ। ଯିହୋରାମ୍ ଯିଷ୍ରିୟେଲ ସହରରେ ଥିଲେ, କାରଣ ସେ ଆହତ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରି ଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।

Viz kapitola kopírovat

ଓଡିଆ ବାଇବେଲ

6 ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।

Viz kapitola kopírovat




2 ବଂଶାବଳୀ 22:6

Následuj nás:

Reklamy


Reklamy