Online Bible

- Reklamy -




2 ବଂଶାବଳୀ 22:8 - ପବିତ୍ର ବାଇବଲ

8 ଯେହୂ ଆହାବଙ୍କ ପରିବାରକୁ ଦଣ୍ଡ ଦେଉଥିଲେ। ଯେହୂ ଅହସିୟଙ୍କ ସେବାକାରୀ ଯିହୁଦାର ନେତାଗଣ ଓ ଅହସିୟଙ୍କ ଆତ୍ମୀୟମାନଙ୍କୁ ପାଇଲେ। ଯେହୂ ଯିହୁଦାର ସେହି ନେତାଗଣ ଓ ଅହସିୟଙ୍କ ଆତ୍ମୀୟମାନଙ୍କୁ ହତ୍ୟା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ତାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

8 ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।

Viz kapitola kopírovat




2 ବଂଶାବଳୀ 22:8

Následuj nás:

Reklamy


Reklamy