2 ବଂଶାବଳୀ 23:10 - ପବିତ୍ର ବାଇବଲ10 ଏହା ପରେ ଯିହୋୟାଦା ଲୋକମାନଙ୍କୁ କେଉଁଠାରେ ଛିଡ଼ା ହେବାକୁ ପଡ଼ିବ, ତାହା କହିଲେ। ପ୍ରତ୍ୟେକ ବ୍ୟକ୍ତି ତାହାର ଅସ୍ତ୍ରକୁ ନିଜ ହସ୍ତରେ ଧରିଲା। ମନ୍ଦିରର ଦକ୍ଷିଣ ପାର୍ଶ୍ୱରୁ ମନ୍ଦିରର ବାମପାର୍ଶ୍ୱ ଯାଏ ଲୋକମାନେ ଠିଆ ହୋଇ ରହିଲେ। ସେମାନେ ଯଜ୍ଞବେଦି ନିକଟରେ, ମନ୍ଦିର ନିକଟରେ ଓ ରାଜାଙ୍କ ନିକଟରେ ଠିଆ ହୋଇ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ସେ ସମସ୍ତ ଲୋକଙ୍କୁ, ସ୍ଵହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ଵ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା। Viz kapitolaଓଡିଆ ବାଇବେଲ10 ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ଵର ବାମ ପାର୍ଶ୍ଵ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ୱର ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା। Viz kapitola |