2 ବଂଶାବଳୀ 23:11 - ପବିତ୍ର ବାଇବଲ11 ସେମାନେ ରାଜାଙ୍କ ପୁତ୍ରଙ୍କୁ ବାହାରକୁ ଆଣିଲେ ଓ ତାହାଙ୍କ ମସ୍ତକରେ ମୁକୁଟ ପିନ୍ଧାଇଲେ। ସେମାନେ ତାଙ୍କୁ ନିୟମର ଏକ ନକଲ ଦେଲେ। ସେମାନେ ଯୋୟାଶଙ୍କୁ ରାଜା କଲେ। ଯିହୋୟାଦା ଓ ତାଙ୍କ ପୁତ୍ରମାନେ ଯୋୟାଶଙ୍କୁ ରାଜାଭିଷିକ୍ତ କଲେ। ସେମାନେ କହିଲେ, “ରାଜା ଦୀର୍ଘଜୀବୀ ହୁଅନ୍ତୁ!” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ। Viz kapitolaଓଡିଆ ବାଇବେଲ11 ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ। Viz kapitola |