2 ବଂଶାବଳୀ 23:13 - ପବିତ୍ର ବାଇବଲ13 ସେ ଅନାଇଲେ ଓ ରାଜାଙ୍କୁ ଦେଖିଲେ। ରାଜା ମୁଖ୍ୟଦ୍ୱାର ନିକଟରେ ଥିବା ରାଜସ୍ତମ୍ଭ ନିକଟରେ ଛିଡ଼ା ହୋଇଥିଲେ। ଉଚ୍ଚାଧିକାରୀ ଓ ତୂରୀ ବଜାଉଥିବା ଲୋକମାନେ ରାଜାଙ୍କ ନିକଟରେ ଛିଡ଼ା ହୋଇଥିଲେ। ଦେଶର ଲୋକେ ଅତ୍ୟନ୍ତ ଆନନ୍ଦିତ ଥିଲେ ଓ ତୂରୀ ବଜାଉଥିଲେ। ଗାୟକମାନେ ବାଦ୍ୟଯନ୍ତ୍ର ବଜାଉଥିଲେ। ଗାୟକଦଳ ଲୋକମାନଙ୍କୁ ପ୍ରଶଂସାଗୀତ ଗାନ କରାଇବାରେ ନେତୃତ୍ୱ ନେଉଥିଲେ। ଏହା ଦେଖି ଅଥଲିୟା ନିଜର ବସ୍ତ୍ର ଚିରି ପକାଇଲେ ଓ କହିଲେ, “ରାଜଦ୍ରୋହ! ରାଜଦ୍ରୋହ!” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ଵାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉ ଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସାଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ Viz kapitolaଓଡିଆ ବାଇବେଲ13 ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉ ଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସାଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ। Viz kapitola |