Online Bible

- Reklamy -




2 ବଂଶାବଳୀ 23:15 - ପବିତ୍ର ବାଇବଲ

15 ଏହା ପରେ ଅଥଲିୟା ରାଜାଙ୍କ ଗୃହର ଅଶ୍ୱଦ୍ୱାର ନିକଟକୁ ଆସିବାରୁ ସେହି ଲୋକମାନେ ତାଙ୍କୁ ଧରିଲେ। ଆଉ ସେମାନେ ସେହି ସ୍ଥାନରେ ହିଁ ତାଙ୍କୁ ବଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ଵ-ଦ୍ଵାରର ପ୍ରବେଶ-ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

15 ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।

Viz kapitola kopírovat




2 ବଂଶାବଳୀ 23:15

Následuj nás:

Reklamy


Reklamy