2 ବଂଶାବଳୀ 23:16 - ପବିତ୍ର ବାଇବଲ16 ଏହା ପରେ ଯିହୋୟାଦା ସମସ୍ତ ଲୋକ ଓ ରାଜାଙ୍କ ସହିତ ଏକ ନିୟମ କଲେ। ସେମାନେ ସମସ୍ତେ ଯେ ସଦାପ୍ରଭୁଙ୍କ ଲୋକ ହେବେ, ଏଥିରେ ସମ୍ମତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା। Viz kapitola |