2 ବଂଶାବଳୀ 23:18 - ପବିତ୍ର ବାଇବଲ18 ଏହା ପରେ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିରର ଯତ୍ନ ନେବା ନିମନ୍ତେ ଯାଜକମାନଙ୍କୁ ମନୋନୀତ କଲେ। ସେହି ଯାଜକମାନେ ଲେବୀୟ ଥିଲେ ଓ ଦାଉଦ ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ରକ୍ଷଣାବେକ୍ଷଣ କାର୍ଯ୍ୟର ଦାୟିତ୍ୱ ଦେଇଥିଲେ। ସେହି ଲୋକମାନେ ମୋଶାଙ୍କ ନିୟମର ଆଦେଶ ଅନୁଯାୟୀ ସଦାପ୍ରଭୁଙ୍କ ନିକଟରେ ଅଗ୍ନି ଦଗ୍ଧ ଉପହାର ବଳିଦାନ କରୁଥିଲେ। ଦାଉଦ ଯେଉଁ ପ୍ରକାର ଆଜ୍ଞା କରିଥିଲେ, ସେମାନେ ସେହି ପ୍ରକାରେ ଆନନ୍ଦ ଓ ପ୍ରଶଂସା ଗାନ ସହକାରେ ସେହି ଉପହାର ବଳିଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶା-ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ କାର୍ଯ୍ୟ ସ୍ଥାପନ କଲା। Viz kapitolaଓଡିଆ ବାଇବେଲ18 ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା। Viz kapitola |