2 ବଂଶାବଳୀ 23:19 - ପବିତ୍ର ବାଇବଲ19 ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିରର ଫାଟକ ନିକଟରେ ରକ୍ଷୀଗଣଙ୍କୁ ନିଯୁକ୍ତ କଲେ, ଯେପରି କୌଣସି ଅପରିଷ୍କୃତ ବ୍ୟକ୍ତି ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ଵାରସବୁରେ ଦ୍ଵାରପାଳମାନଙ୍କୁ ନିଯୁକ୍ତ କଲା। Viz kapitolaଓଡିଆ ବାଇବେଲ19 ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା। Viz kapitola |