Online Bible

- Reklamy -




2 ବଂଶାବଳୀ 23:2 - ପବିତ୍ର ବାଇବଲ

2 ସେମାନେ ଯିହୁଦାର ଗ୍ଭରିଆଡ଼େ ଯାଇ ସବୁ ସହରରୁ ଲେବୀୟମାନଙ୍କୁ ସଂଗ୍ରହ କଲେ। ସେମାନେ ଇସ୍ରାଏଲ ବଂଶର ନେତାମାନଙ୍କୁ ମଧ୍ୟ ଏକତ୍ରିତ କଲେ। ଏହା ପରେ ସେମାନେ ଯିରୁଶାଲମକୁ ଫେରିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶ-ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

2 ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।

Viz kapitola kopírovat




2 ବଂଶାବଳୀ 23:2

Následuj nás:

Reklamy


Reklamy