Online Bible

- Reklamy -




2 ବଂଶାବଳୀ 23:6 - ପବିତ୍ର ବାଇବଲ

6 ସଦାପ୍ରଭୁଙ୍କ ମନ୍ଦିର ମଧ୍ୟକୁ କୌଣସି ବ୍ୟକ୍ତିକୁ ଆସିବାକୁ ଦେବ ନାହିଁ। କେବଳ ସେବାକାର୍ଯ୍ୟ କରୁଥିବା ଯାଜକ ଓ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟକୁ ଆସିବାକୁ ଅନୁମତି ଦେବ, କାରଣ ସେମାନେ ପବିତ୍ର ଅଟନ୍ତି। କିନ୍ତୁ ଅନ୍ୟ ସମସ୍ତ ଲୋକଙ୍କୁ ସଦାପ୍ରଭୁ ଯେଉଁ କର୍ମ ଦେଇଛନ୍ତି, ତାହା ସେମାନଙ୍କୁ କରିବାକୁ ପଡ଼ିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟ-ମାନଙ୍କର ଛଡ଼ା ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।

Viz kapitola kopírovat

ଓଡିଆ ବାଇବେଲ

6 ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।

Viz kapitola kopírovat




2 ବଂଶାବଳୀ 23:6

Následuj nás:

Reklamy


Reklamy