Online Bible

- Reklamy -




2 ବଂଶାବଳୀ 24:1 - ପବିତ୍ର ବାଇବଲ

1 ଯୋୟାଶ୍ ରାଜା ହେବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ସିବିୟା। ସିବିୟା ବେରଶେବା ସହରରୁ ଆସିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ସେ ବେର୍ଶେବା-ନିବାସିନୀ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

1 ଯୋୟାଶ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍‍ଶେବା ନିବାସିନୀ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋୟାଶ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍‍ଶେବା ନିବାସିନୀ ଥିଲେ।

Viz kapitola kopírovat




2 ବଂଶାବଳୀ 24:1

Následuj nás:

Reklamy


Reklamy