2 ବଂଶାବଳୀ 24:10 - ପବିତ୍ର ବାଇବଲ10 ସବୁ ନେତା ଓ ଲୋକମାନେ ଆନନ୍ଦିତ ହେଲେ। ସେମାନେ ସେମାନଙ୍କର ଟଙ୍କା ଆଣି ସେହି ବାକ୍ସରେ ପକାଇଲେ। ବାକ୍ସଟି ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ସେମାନେ ଦାନ ଦେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ। Viz kapitolaଓଡିଆ ବାଇବେଲ10 ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ। Viz kapitola |