Online Bible

- Reklamy -




2 ବଂଶାବଳୀ 24:12 - ପବିତ୍ର ବାଇବଲ

12 ଏହା ପରେ ରାଜା ଯୋୟାଶ୍ ଓ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା ଲୋକମାନଙ୍କୁ ସେହି ଟଙ୍କା ଦେଲେ। ଆଉ ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା ଲୋକମାନେ ଦକ୍ଷ କାଷ୍ଠ ଖୋଦନକାରୀ ଓ ବଢ଼େଇମାନଙ୍କୁ ପାରିଶ୍ରମିକ ଦେଇ ନିଯୁକ୍ତ କଲେ। ଆଉ ଯେଉଁମାନେ ଲୁହା ଓ ପିତ୍ତଳର କାର୍ଯ୍ୟ ଜାଣିଥିଲେ, ସେମାନେ ସେମାନଙ୍କୁ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟରେ ପାରିଶ୍ରମିକ ଦେଇ ନିଯୁକ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାର୍ଥକ କର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ଜୀର୍ଣ୍ଣସଂସ୍କାର ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।

Viz kapitola kopírovat

ଓଡିଆ ବାଇବେଲ

12 ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।

Viz kapitola kopírovat




2 ବଂଶାବଳୀ 24:12

Následuj nás:

Reklamy


Reklamy