Online Bible

- Reklamy -




2 ବଂଶାବଳୀ 24:13 - ପବିତ୍ର ବାଇବଲ

13 ଯେଉଁ ବ୍ୟକ୍ତିମାନେ ତତ୍ତ୍ୱାବଧାନ କାର୍ଯ୍ୟ କରୁଥିଲେ, ସେମାନେ ଅତି ବିଶ୍ୱସ୍ତ ଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ସଫଳ ହେଲା। ପରମେଶ୍ୱରଙ୍କ ମନ୍ଦିର ପୂର୍ବରୁ ଯେଉଁପରି ଥିଲା, ସେମାନେ ତାହାକୁ ସେପ୍ରକାର ନିର୍ମାଣ କଲେ ଓ ସେମାନେ ତାହାକୁ ଆହୁରି ଦୃଢ଼ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ଵାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ଵରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।

Viz kapitola kopírovat

ଓଡିଆ ବାଇବେଲ

13 ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।

Viz kapitola kopírovat




2 ବଂଶାବଳୀ 24:13

Následuj nás:

Reklamy


Reklamy