Online Bible

- Reklamy -

2 ବଂଶାବଳୀ 24:14 - ପବିତ୍ର ବାଇବଲ

14 ଯେତେବେଳେ ଶ୍ରମିକମାନଙ୍କର କାର୍ଯ୍ୟ ସମାପ୍ତ ହେଲା, ସେମାନେ ବଳିଥିବା ଟଙ୍କାକୁ ରାଜା ଯୋୟାଶ୍ ଓ ଯିହୋୟାଦାଙ୍କ ନିକଟକୁ ଆଣିଲେ। ସେମାନେ ସେହି ଟଙ୍କାକୁ ସଦାପ୍ରଭୁଙ୍କ ମନ୍ଦିରର ସାମଗ୍ରୀ ନିର୍ମାଣ କରିବାରେ ବ୍ୟବହାର କଲେ। ସେହି ସାମଗ୍ରୀଗୁଡ଼ିକ ମନ୍ଦିରର ସେବାକାର୍ଯ୍ୟ ଓ ନୈବେଦ୍ୟ ହୋମବଳି ଉପହାର ଉତ୍ସର୍ଗ କରିବା ପାଇଁ ବ୍ୟବହୃତ ହେଲା। ସେମାନେ ସୁନା ଓ ରୂପାରୁ ପାତ୍ରମାନ ଓ ଅନ୍ୟାନ୍ୟ ସାମଗ୍ରୀ ନିର୍ମାଣ କଲେ। ଯିହୋୟାଦା ଜୀବିତ ଥିବା ପର୍ଯ୍ୟନ୍ତ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରତିଦିନ ହୋମବଳି ଉପହାରମାନ ଉତ୍ସର୍ଗ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ଵାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚମସ ଓ ସ୍ଵର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍‍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ବଂଶାବଳୀ 24:14

Následuj nás:

Reklamy

Reklamy