Online Bible

- Reklamy -




2 ବଂଶାବଳୀ 24:16 - ପବିତ୍ର ବାଇବଲ

16 ଲୋକମାନେ ଯିହୋୟାଦାଙ୍କୁ ଦାଉଦଙ୍କ ନଗରରେ, ଯେଉଁଠାରେ ରାଜାମାନେ କବରପ୍ରାପ୍ତ ହୋଇଛନ୍ତି, ସେହିଠାରେ କବର ଦେଲେ। ଲୋକମାନେ ସେହି ସ୍ଥାନରେ ଯିହୋୟାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳରେ ଇସ୍ରାଏଲ ମଧ୍ୟରେ ପରମେଶ୍ୱରଙ୍କ ନିମନ୍ତେ ଓ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ଵର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।

Viz kapitola kopírovat

ଓଡିଆ ବାଇବେଲ

16 ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।

Viz kapitola kopírovat




2 ବଂଶାବଳୀ 24:16

Následuj nás:

Reklamy


Reklamy