Online Bible

- Reklamy -




2 ବଂଶାବଳୀ 24:18 - ପବିତ୍ର ବାଇବଲ

18 ରାଜା ଓ ସେହି ନେତାମାନେ ସଦାପ୍ରଭୁ ପରମେଶ୍ୱରଙ୍କର ମନ୍ଦିରକୁ ଅଗ୍ରାହ୍ୟ କଲେ। ସେମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗମନ କରିଥିଲେ। ସେମାନେ ଆଶେରା ସ୍ତମ୍ଭ ଓ ଅନ୍ୟ ମୂର୍ତ୍ତିଗୁଡ଼ିକୁ ପୂଜା କଲେ। ପରମେଶ୍ୱର ଯିହୁଦାର ଓ ଯିରୁଶାଲମର ଲୋକମାନଙ୍କ ଉପରେ କ୍ରୋଧ କଲେ, କାରଣ ରାଜା ଓ ସେହି ନେତାମାନେ ଦୋଷୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।

Viz kapitola kopírovat

ଓଡିଆ ବାଇବେଲ

18 ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।

Viz kapitola kopírovat




2 ବଂଶାବଳୀ 24:18

Následuj nás:

Reklamy


Reklamy