Online Bible

- Reklamy -




2 ବଂଶାବଳୀ 24:19 - ପବିତ୍ର ବାଇବଲ

19 ଲୋକମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ପରମେଶ୍ୱର ସେମାନଙ୍କ ନିକଟକୁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପ୍ରେରଣ କଲେ। ଭବିଷ୍ୟ‌ଦ୍‌ବକ୍ତାମାନେ ଲୋକମାନଙ୍କୁ ସାବଧାନ କରାଇ ଦେଲେ। କିନ୍ତୁ ଲୋକମାନେ ଶୁଣିବାକୁ ମନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।

Viz kapitola kopírovat

ଓଡିଆ ବାଇବେଲ

19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।

Viz kapitola kopírovat




2 ବଂଶାବଳୀ 24:19

Následuj nás:

Reklamy


Reklamy