Online Bible

- Reklamy -




2 ବଂଶାବଳୀ 24:22 - ପବିତ୍ର ବାଇବଲ

22 ରାଜା ଯୋୟାଶଙ୍କ ପ୍ରତି ଯିହୋୟାଦା ଯେଉଁ ଦୟା କରିଥିଲେ, ତାହାକୁ ସ୍ମରଣ କଲେ ନାହିଁ। ଯିହୋୟାଦା ଜିଖରିୟଙ୍କ ପିତା ଥିଲେ। କିନ୍ତୁ ଯୋୟାଶ୍, ଯିହୋୟାଦାଙ୍କ ପୁତ୍ର ଯିଖରିୟଙ୍କୁ ହତ୍ୟା କଲେ। ଜିଖରିୟ ମୃତ୍ୟୁ ଭୋଗ କରିବା ପୂର୍ବରୁ ଏହିକଥା କହିଲେ, “ତୁମ୍ଭେମାନେ ଯାହା କହୁଅଛ, ସଦାପ୍ରଭୁ ତାହା ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ!”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଏହିରୂପେ ତାହାର ପିତା ଯିହୋୟାଦା ଯୋୟାଶ୍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣ କାଳରେ କହିଲା, ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

22 ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣ କାଳରେ କହିଲା, ସଦାପ୍ରଭୁ ଏଥି ପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”

Viz kapitola kopírovat




2 ବଂଶାବଳୀ 24:22

Následuj nás:

Reklamy


Reklamy