Online Bible

- Reklamy -

2 ବଂଶାବଳୀ 24:25 - ପବିତ୍ର ବାଇବଲ

25 ଅରାମୀୟମାନେ ଯୋୟାଶଙ୍କ ନିକଟରୁ ଯେତେବେଳେ ପ୍ରସ୍ଥାନ କଲେ, ସେ ଗୁରୁତର ଭାବରେ ଆହତ ହୋଇଥିଲେ। ଯୋୟାଶଙ୍କର ନିଜ ଭୃତ୍ୟମାନେ ତାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ଯୋୟାଶ୍ ଯିହୋୟାଦା ଯାଜକଙ୍କର ପୁତ୍ର ଜିଖରିୟଙ୍କୁ ହତ୍ୟା କରିଥିବାରୁ ସେମାନେ ଏହିପରି କଲେ। ସେହି ଭୃତ୍ୟମାନେ ଯୋୟାଶଙ୍କୁ ତାଙ୍କର ଶଯ୍ୟା ଉପରେ ହିଁ ବଧ କଲେ। ଯୋୟାଶ୍ ମୃତ୍ୟୁ ଭୋଗ କରିବା ପରେ ଲୋକମାନେ ତାଙ୍କୁ ଦାଉଦଙ୍କ ନଗରରେ କବର ଦେଲେ, କିନ୍ତୁ ସେମାନେ ତାଙ୍କୁ ରାଜାମାନେ ଯେଉଁ ସ୍ଥାନରେ କବର ପାଆନ୍ତି, ସେ ସ୍ଥାନରେ କବର ଦେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

25 ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ବଂଶାବଳୀ 24:25

Následuj nás:

Reklamy

Reklamy