Online Bible

- Reklamy -




2 ବଂଶାବଳୀ 24:26 - ପବିତ୍ର ବାଇବଲ

26 ଯୋୟାଶଙ୍କ ବିରୁଦ୍ଧରେ ଏହି ଭୃତ୍ୟମାନେ ଷଡ଼ଯନ୍ତ୍ର କରିଥିଲେ; ସାବଦ୍ ଓ ଯିହୋଷାବଦ୍। ସାବ‌ଦଙ୍କ ମାତାଙ୍କର ନାମ ଥିଲା ଶିମିୟତ୍। ଶିମିୟତ୍ ଅମ୍ମୋନରୁ ଆସିଥିଲେ। ଆଉ ଯିହୋଶାବ‌ଦଙ୍କର ମାତାଙ୍କର ନାମ ଥିଲା ଶିମ୍ରୀତ୍। ଶିମ୍ରୀତ୍ ମୋୟାବରୁ ଆସିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରା; କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

26 ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍‍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍‍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍‍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍‍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।

Viz kapitola kopírovat




2 ବଂଶାବଳୀ 24:26

Následuj nás:

Reklamy


Reklamy