2 ବଂଶାବଳୀ 24:5 - ପବିତ୍ର ବାଇବଲ5 ଯୋୟାଶ୍ ଯାଜକ ଓ ଲେବୀୟମାନଙ୍କୁ ଏକତ୍ରିତ କଲେ। ସେ ସେମାନଙ୍କୁ କହିଲେ, “ଯିହୁଦାର ସହରଗୁଡ଼ିକୁ ଯାଅ ଓ ଇସ୍ରାଏଲର ଲୋକମାନେ ପ୍ରତି ବର୍ଷ ଯେଉଁ ଅର୍ଥ ଦିଅନ୍ତି, ତାହାକୁ ଠୁଳ କର। ତୁମ୍ଭମାନଙ୍କର ପରମେଶ୍ୱରଙ୍କ ମନ୍ଦିରକୁ ପୁନଃନିର୍ମିତ କରିବା ନିମନ୍ତେ ସେହି ଅର୍ଥକୁ ବ୍ୟବହାର କର। ଶୀଘ୍ର ଯାଅ ଓ ଏହି କାର୍ଯ୍ୟ କର।” କିନ୍ତୁ ଲେବୀୟମାନେ ଚଞ୍ଚଳ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏହି କାର୍ଯ୍ୟ ଶୀଘ୍ର କର। ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ। Viz kapitolaଓଡିଆ ବାଇବେଲ5 ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର। ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ। Viz kapitola |