Online Bible

- Reklamy -




2 ବଂଶାବଳୀ 24:9 - ପବିତ୍ର ବାଇବଲ

9 ଏହା ପରେ ଲେବୀୟମାନେ ଯିହୁଦା ଓ ଯିରୁଶାଲମରେ ଏକ ଘୋଷଣା କଲେ। ସେମାନେ ସଦାପ୍ରଭୁଙ୍କ ନିମନ୍ତେ ଖଜଣା ଦେବାକୁ ଲୋକମାନଙ୍କୁ କହିଲେ। ଇସ୍ରାଏଲର ଲୋକମାନେ ମରୁଭୂମିରେ ଥିବା ସମୟରେ ପରମେଶ୍ୱରଙ୍କ ଦାସ ମୋଶା ସେମାନଙ୍କୁ ଖଜଣା ଦେବାକୁ କହିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ପରମେଶ୍ଵରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।

Viz kapitola kopírovat

ଓଡିଆ ବାଇବେଲ

9 ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।

Viz kapitola kopírovat




2 ବଂଶାବଳୀ 24:9

Následuj nás:

Reklamy


Reklamy