Online Bible

- Reklamy -




2 ବଂଶାବଳୀ 25:12 - ପବିତ୍ର ବାଇବଲ

12 ଯିହୁଦାର ସୈନ୍ୟଦଳ ମଧ୍ୟ ସେୟୀରର 10,000 ଲୋକଙ୍କୁ କରାୟତ କଲେ। ସେମାନେ ସେହି ଲୋକମାନଙ୍କୁ ସେୟୀରରୁ ସେଲାର ଶୀର୍ଷକୁ ନେଇଗଲେ। ସେହି ଲୋକମାନେ ସେତେବେଳେ ଜୀବିତ ଥିଲେ। ଏହା ପରେ ଯିହୁଦାର ସୈନ୍ୟଦଳ ସେହି ଲୋକମାନଙ୍କୁ ସେଲାରୁ ତଳକୁ ଫୋପାଡ଼ି ଦେଲେ, ଆଉ ସେମାନଙ୍କର ଶରୀର ତଳେ ଥିବା ପଥରରେ ପଡ଼ି ଖଣ୍ଡ ବିଖଣ୍ଡ ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ-ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳ-ଶିଖରକୁ ନେଇ ଶୈଳ-ଶିଖରରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେସମସ୍ତେ ଚୂର୍ଣ୍ଣ ହୋଇଗଲେ।

Viz kapitola kopírovat

ଓଡିଆ ବାଇବେଲ

12 ପୁଣି, ଯିହୁଦା ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।

Viz kapitola kopírovat




2 ବଂଶାବଳୀ 25:12

Následuj nás:

Reklamy


Reklamy