2 ବଂଶାବଳୀ 25:13 - ପବିତ୍ର ବାଇବଲ13 କିନ୍ତୁ ସେହି ସମୟରେ ହିଁ ଇସ୍ରାଏଲୀୟ ସୈନ୍ୟଦଳ ଯିହୁଦାର କେତେକ ସହର ଉପରେ ଆକ୍ରମଣ କରୁଥିଲେ। ସେମାନେ ଶମରିୟାଠାରୁ ବୈଥ୍ହୋରଣ୍ ପର୍ଯ୍ୟନ୍ତ ସହରଗୁଡ଼ିକୁ ଆକ୍ରମଣ କଲେ। ସେମାନେ 3,000 ଲୋକଙ୍କୁ ହତ୍ୟା କଲେ ଓ ଅନେକ ବହୁମୂଲ୍ୟ ସାମଗ୍ରୀମାନ ନେଇଗଲେ। କାରଣ ଅମତ୍ସିୟ ସେମାନଙ୍କ ଯୁଦ୍ଧରେ ଯୋଗ ଦେଇ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବୈଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ। Viz kapitolaଓଡିଆ ବାଇବେଲ13 ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟ ଦ୍ରବ୍ୟ ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ। Viz kapitola |