Online Bible

- Reklamy -




2 ବଂଶାବଳୀ 25:17 - ପବିତ୍ର ବାଇବଲ

17 ଯିହୁଦାର ରାଜା ଅମତ୍‌ସିୟ, ତାଙ୍କର ପରାମର୍ଶଦାତାମାନଙ୍କ ସହିତ ଆଲୋଚନା କଲେ। ଏହା ପରେ ସେ ଇସ୍ରାଏଲର ରାଜା ଯୋୟାଶଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ଯୋୟାଶ୍ ଯିହୋୟାହସଙ୍କର ପୁତ୍ର ଥିଲେ। ଯିହୋୟାହସ୍ ଯେହୂଙ୍କ ପୁତ୍ର ଥିଲେ। ଅମତ୍‌ସିୟ ଯୋୟାଶଙ୍କୁ କହିଲେ, “ଆସ, ପରସ୍ପରକୁ ସାମ୍ନା-ସାମ୍ନି ଭେଟିବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।

Viz kapitola kopírovat

ଓଡିଆ ବାଇବେଲ

17 ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”

Viz kapitola kopírovat




2 ବଂଶାବଳୀ 25:17

Následuj nás:

Reklamy


Reklamy