Online Bible

- Reklamy -




2 ବଂଶାବଳୀ 25:19 - ପବିତ୍ର ବାଇବଲ

19 ତୁମ୍ଭେ ନିଜକୁ କହିଲ, ‘ମୁଁ ଇଦୋମକୁ ପରାଜିତ କରିଦେଲି!’ ତୁମ୍ଭେ ଗର୍ବୀ ଓ ଅତ୍ୟନ୍ତ ଦର୍ପୀ। କିନ୍ତୁ ତୁମ୍ଭେ ଗୃହରେ ରହିବା ଉଚିତ୍। ତୁମ୍ଭର ଦୁର୍ଭାଗ୍ୟ ଭୋଗିବା ଦରକାର ନାହିଁ। ଯଦି ତୁମ୍ଭେ ମୋ’ ସହିତ ଯୁଦ୍ଧ କରିବ, ତେବେ ତୁମ୍ଭେ ଓ ଯିହୁଦା ନଷ୍ଟ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?

Viz kapitola kopírovat

ଓଡିଆ ବାଇବେଲ

19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”

Viz kapitola kopírovat




2 ବଂଶାବଳୀ 25:19

Následuj nás:

Reklamy


Reklamy